Template:Appeal/Alan/or: Difference between revisions

From Donate
Jump to navigation Jump to search
Content deleted Content added
imported>Jnanaranjan sahu
No edit summary
 
m Pcoombe moved page Template:2011FR/Appeal-Alan/text/or to Template:Appeal/Alan/or: New location for appeals
 
(4 intermediate revisions by 3 users not shown)
Line 1: Line 1:
== ଉଇକିପିଡ଼ିଆ ଲେଖକ ଆଲାନ ସୋନଙ୍କ ଠାରୁ ==

ଉଇକିପେଡିଆରେ ମୁଁ ୨,୪୬୩ଟି ବିଷୟରେ ଲେଖିଛି । ସେଗୁଡିକ ସବୁ ମାଗଣା ଅଛି ।
ଉଇକିପେଡିଆରେ ମୁଁ ୨,୪୬୩ଟି ବିଷୟରେ ଲେଖିଛି । ସେଗୁଡିକ ସବୁ ମାଗଣା ଅଛି ।


Line 9: Line 11:
ଆମେ ଖାଲି ଆପଣଙ୍କଠାରୁ ୨୫0 ଟଙ୍କା, ୫00 ଟଙ୍କା, ୧000 ଟଙ୍କା କିମ୍ବା ନିଜ ପାରିବା ମୁତାବକ କିଛିବି ଦେଇ ଉଇକିପେଡ଼ିଆର ଏହି ତଥ୍ୟ ଗୁଡିକୁ ସବୁବେକେ ଆପଣଙ୍କ ସହ ରଖିବାକୁ ଚାହୁଛୁ ।
ଆମେ ଖାଲି ଆପଣଙ୍କଠାରୁ ୨୫0 ଟଙ୍କା, ୫00 ଟଙ୍କା, ୧000 ଟଙ୍କା କିମ୍ବା ନିଜ ପାରିବା ମୁତାବକ କିଛିବି ଦେଇ ଉଇକିପେଡ଼ିଆର ଏହି ତଥ୍ୟ ଗୁଡିକୁ ସବୁବେକେ ଆପଣଙ୍କ ସହ ରଖିବାକୁ ଚାହୁଛୁ ।


କାରିଗରୀ କୌଶଳ ଯାହା ଆମ କାମକୁ ସାହାଜ୍ୟ କରେ ତାହା ୱିକିମେଡିଆ ଫାଉଣ୍ଡସନ ଯାହାକି ଏକ ଅଣଲାଭକରି ସଂସ୍ଥା ଓ ତାହା ଏବେ ମର୍ମନ୍ତୁଦ ଅବସ୍ଥାରେ ଉଇକିପେଡିଆ ଦୁନିଆର ପଞ୍ଚମ ଅଗ୍ରଣୀ ଦେଖାଯାଉଥିବା ୱେବସାଇଟ, ଯାହାକି ମାତ୍ର '''୩୭୦ ସର୍ଭର ୧୦୦ ଜଣ କର୍ମକର୍ତା'''କୁ ନେଇ ଚଳୁଛି ଏହା ପ୍ରକୃତରେ ଏକ ପ୍ରଶଂସାଯୋଗ୍ୟ କଥା
କାରିଗରୀ କୌଶଳ ଯାହା ଆମ କାମକୁ ସାହାଜ୍ୟ କରେ ତାହା ୱିକିମେଡିଆ ଫାଉଣ୍ଡସନ ଯାହାକି ଏକ ଅଣଲାଭକରି ସଂସ୍ଥା ଓ ତାହା ଏବେ ମର୍ମନ୍ତୁଦ ଅବସ୍ଥାରେ ।ଗୁଗଲର ପ୍ରାୟତଃ ଲକ୍ଷଧିକ ସର୍ଭର ଥାଇପାରେ ୟାହୂର ବୋଧେ ୧୩,୦୦୦ କର୍ମଚାରୀ ଥାଇପାରନ୍ତି ତେବେ ଆମର ୬୭୯ଟି ସର୍ଭର ୯୫ ଜଣ କର୍ମଚାରୀ ଅଛନ୍ତି

ଏହି ତଳ ୫ଟି ୱେବସାଇଟ ସହ ତାହାକୁ ତୁଳନା କରନ୍ତୁ :

*ଗୁଗୁଲ: ୧,000,000 ସର୍ଭର, ୨୪,000 କର୍ମଚାରୀ
*ଫେସବୁକ: ୬0,000 ସର୍ଭର, ୨,000 କର୍ମଚାରୀ
*ମାଇକ୍ରୋସୋଫ୍ଟ: ୨୨0,000 ସର୍ଭର, ୯0,000 କର୍ମଚାରୀ
*Yahoo: ୫0,000 ସର୍ଭର, ୧୩,୯00 କର୍ମଚାରୀ.


ଉଇକିପିଡ଼ିଆ ହେଉଛି ଇନ୍ଟରନେଟ ଦୁନିଆର ପଞ୍ଚମ ଅଗ୍ରଣୀ ୱେବସାଇଟ ଯିଏକି ପ୍ରତି ମାସରେ ୪୫୦୦ଲକ୍ଷ ବିଭିନ୍ନ ଲୋକଙ୍କୁ ସେବା ଦେଇ ଆସୁଛି କୋଟି କୋଟି ପ୍ରୁଷ୍ଠା ଦେଖଣା ମଧାମରେ ।
ଉଇକିମେଡିଆ ଫାଉଣ୍ଡସନ ଗୋଟେ ଏମିତି ଜାଗା ଯେଉଁଠି ଆପଣଙ୍କ ଛୋଟ ଦାନ ବହୁତ ବାଟ ଯାଏ, ବହୁତ ।


ଅର୍ଥନୀତି ଏପରି ଗଢା ହେଇଛି ଯେମିତି କି, ଆମେ ଭାବୁଛୁ ଯେ ଲୋକମାନେ ଖାଲି ଅର୍ଥ ଲୋଭରେ କାମ କରନ୍ତି । ଆପଣ ଏମିତି କାହାକୁ ପାଇବେ ଯିଏ ବିନା ପଇସାରେ କାମ କରିବ ?
ଅର୍ଥନୀତି ଏପରି ଗଢା ହେଇଛି ଯେମିତି କି, ଆମେ ଭାବୁଛୁ ଯେ ଲୋକମାନେ ଖାଲି ଅର୍ଥ ଲୋଭରେ କାମ କରନ୍ତି । ଆପଣ ଏମିତି କାହାକୁ ପାଇବେ ଯିଏ ବିନା ପଇସାରେ କାମ କରିବ ?

Latest revision as of 18:59, 28 February 2019

ଉଇକିପିଡ଼ିଆ ଲେଖକ ଆଲାନ ସୋନଙ୍କ ଠାରୁ

ଉଇକିପେଡିଆରେ ମୁଁ ୨,୪୬୩ଟି ବିଷୟରେ ଲେଖିଛି । ସେଗୁଡିକ ସବୁ ମାଗଣା ଅଛି ।

ମୁଁ ଜଣେ ସିଷ୍ଟମ କଂସଲ୍ତାନ୍ଟ, ବହୁତ ବଡ ବଡ ଅର୍ଥନୈତିକ କମ୍ପାନି ସହ କାମ କରିଆସିଛି ।ଯେତେଦିନ ମୁଁ ଏଠି କାମ କରିଛି ଯଦି ସେହି ସମୟକୁ ଅର୍ଥରେ ବଦଳା ଯାଇଥାନ୍ତା ତେବେ ଲକ୍ଷ ଲକ୍ଷ ଡଲାର ମିଳିଥାନ୍ତା ।

କିନ୍ତୁ ଏଠି ଟଙ୍କାର ମହତ୍ଵ ବେଶୀ ନହିଁ । ଆପଣ ଅନ୍ୟ ଦେଶର ଚଳନ୍ତି ମୁଦ୍ରା ବିଷୟରେ ଚିନ୍ତା କରନ୍ତୁ । ସେ ତଥ୍ୟ ମୋ ଦ୍ଵାରା ଖୁସିରେ ଦିଅ ହେବ ଆଉ ଅନ୍ୟ ହଜାର ହଜାର ସମ୍ପାଦକ ତାକୁ ତିଆରି କରିବା ପାଇଁ ଆଗଭର । ଆମେ ସମସ୍ତେ ଜାଣିଛୁ ଯେ ଦୁନିଆ ଆହୁରି ଉନ୍ନତ ହେବ କାରଣ ସମସ୍ତ ତଥ୍ୟ ମାଗଣା ମିଳୁଛି ।

ହଁ ଏହା ସତ କଥା ଯେ ଏହି ମାଗଣା ଜିନିଷକୁ ଯୋଗାଉଥିବା ଉତ୍ପାଦନ ଗୁଡିକ ମାଗଣା ନୁହେ ସେଥିପାଇଁ ଆମେ ବର୍ଷରେ ଥରେ ଏହି ଦାନ କଥା ଉଠେଇ ଥାଉ । ଉଇକିପେଡିଆରେ କୌଣସି ବିଜ୍ଞପନ ନହିଁ, କୌଣସି ୱେବ ପେଜରେ କିଛି ଫ୍ଲାଶ ବା ସାଇଡରେ ମଧ୍ୟ କିଛି ନାହି, ଆମେ ଆପଣଙ୍କୁ କିଛି ବିକିବା ପାଇଁ ଚେଷ୍ଟା କରୁନୁ । ଉଇକିପେଡିଆରେ ବ୍ୟବସାୟ କଲା ଭଳି କିଛି ନାହି

ଆମେ ଖାଲି ଆପଣଙ୍କଠାରୁ ୨୫0 ଟଙ୍କା, ୫00 ଟଙ୍କା, ୧000 ଟଙ୍କା କିମ୍ବା ନିଜ ପାରିବା ମୁତାବକ କିଛିବି ଦେଇ ଉଇକିପେଡ଼ିଆର ଏହି ତଥ୍ୟ ଗୁଡିକୁ ସବୁବେକେ ଆପଣଙ୍କ ସହ ରଖିବାକୁ ଚାହୁଛୁ ।

କାରିଗରୀ କୌଶଳ ଯାହା ଆମ କାମକୁ ସାହାଜ୍ୟ କରେ ତାହା ୱିକିମେଡିଆ ଫାଉଣ୍ଡସନ ଯାହାକି ଏକ ଅଣଲାଭକରି ସଂସ୍ଥା ଓ ତାହା ଏବେ ମର୍ମନ୍ତୁଦ ଅବସ୍ଥାରେ ।ଗୁଗଲର ପ୍ରାୟତଃ ଲକ୍ଷଧିକ ସର୍ଭର ଥାଇପାରେ । ୟାହୂର ବୋଧେ ୧୩,୦୦୦ କର୍ମଚାରୀ ଥାଇପାରନ୍ତି । ତେବେ ଆମର ୬୭୯ଟି ସର୍ଭର ଓ ୯୫ ଜଣ କର୍ମଚାରୀ ଅଛନ୍ତି ।

ଉଇକିପିଡ଼ିଆ ହେଉଛି ଇନ୍ଟରନେଟ ଦୁନିଆର ପଞ୍ଚମ ଅଗ୍ରଣୀ ୱେବସାଇଟ ଯିଏକି ପ୍ରତି ମାସରେ ୪୫୦୦ଲକ୍ଷ ବିଭିନ୍ନ ଲୋକଙ୍କୁ ସେବା ଦେଇ ଆସୁଛି କୋଟି କୋଟି ପ୍ରୁଷ୍ଠା ଦେଖଣା ମଧାମରେ ।

ଅର୍ଥନୀତି ଏପରି ଗଢା ହେଇଛି ଯେମିତି କି, ଆମେ ଭାବୁଛୁ ଯେ ଲୋକମାନେ ଖାଲି ଅର୍ଥ ଲୋଭରେ କାମ କରନ୍ତି । ଆପଣ ଏମିତି କାହାକୁ ପାଇବେ ଯିଏ ବିନା ପଇସାରେ କାମ କରିବ ?

ଉଇକିପେଇଆରେ, ସାହାଯ୍ୟ କରିବା ଓ ଜ୍ଞାନ ବଢେଇବା ଲାଗି ସମସ୍ତ ଉପଦାନ ତିଆରି ହୋଇ ରହିଛି । ଯାହାକି ଏକ ଅମୂଲ୍ୟ ଧାରାର ସୃଷ୍ଟି କରୁଛି । ସଂସ୍କୃତି ଅଧିକ ମୂଲ୍ୟଧାରୀ ଉପରେ ନିର୍ଭର କରେ ନାହି । ଆପଣ ନିର୍ଭୁଲ, ଉପଯୁକ୍ତ ଭାଷା ଥିବା, ଗୋଟିଏ ଧାରାରେ ବର୍ଣନା କରାଯାଇଥିବା, ଉପଯୁକ୍ତ ଭାବେ ସଜଡା ହୋଇଥିବା ଏବଂ ସଠିକ ଦ୍ରଷ୍ଟବ୍ୟ ଥିବା ତଥ୍ୟ ଯେତେବେଳେ ଇଚ୍ଛା ସେତେବେଳେ ପାଇ ପାରନ୍ତି ।

ଏଗୁଡିକ ମୋ ପାଇଁ ଏକ ମନମୁଗ୍ଧକର ମୂଲଚାଲ ଭଳି ଲାଗିଲା

ଧନ୍ୟବାଦ,

ଆଲାନ ସୋନ
ଉଇକିପେଡିଆ ଲେଖକ